ଆଦ୍ୟାଶା ନ୍ୟୁଜ୍

ସତ୍ୟର ସନ୍ଧାନରେ ପ୍ରତିଦିନ
ବିଜ୍ଞାପନ ସ୍ଥାନ
ବ୍ରେକିଂ

ଖୋଜ ଫଳାଫଳ

୨୪ ଟି ମିଳିଲା
୯ ଦିନରେ ୬୦୦ କୋଟି ପାର୍, ଜେଲର-୧ର ରେକର୍ଡ ଭାଙ୍ଗିଲା ‘ଜେଲର-୨’, ଚାରିଆଡେ ଥାଲାଇବା କ୍ରେଜମନୋରଞ୍ଜନ

୯ ଦିନରେ ୬୦୦ କୋଟି ପାର୍, ଜେଲର-୧ର ରେକର୍ଡ ଭାଙ୍ଗିଲା ‘ଜେଲର-୨’, ଚାରିଆଡେ ଥାଲାଇବା କ୍ରେଜ

ସୁପରଷ୍ଟାର ରଜନୀକାନ୍ତଙ୍କ ଜଲୱା... ବକ୍ସ ଅଫିସରେ ଧମାକା । ମାତ୍ର ୯ ଦିନରେ ୭୦୦ କୋଟି ଟଙ୍କା ପାର୍ । ପଛରେ ପଡ଼ିଲା ଫିଲ୍ମର ପ୍ରଥମ ଭାଗ ‘ଜେଲର’। ସିନେମା ହଲରେ ଫିଲ୍ମକୁ ନେଇ ଜବରଦସ୍ତ ଚର୍ଚ୍ଚା। ରଜନୀକାନ୍ତଙ୍କ ଫିଲ୍ମକୁ ନେଇ ସବୁବେଳେ ସିନେମା ଜଗତରେ ଜୋରଦାର ଚର୍ଚ୍ଚା ହୋଇଥାଏ । ଆଉ ବର୍ତ୍ତମାନ ନିଜ ଅଭିନୀତ ଫିଲ୍ମ ଜେଲର-୧ର ରେକର୍ଡକୁ ନିଜେ ଭାଙ୍ଗିଛନ୍ତି ଥାଲାଇବା ।

୧ ଦିନ ପୂର୍ବେ୧୨୪
ବଙ୍ଗୋପସାଗରରେ ଘନଉଛି ବିପଦ ! ସମ୍ଭାବ୍ୟ ବାତ୍ୟାକୁ ନେଇ SRCଙ୍କ ଆଲର୍ଟ, ସବୁ ଜିଲ୍ଲାପାଳଙ୍କୁ ଚିଠିପାଣିପାଗ

ବଙ୍ଗୋପସାଗରରେ ଘନଉଛି ବିପଦ ! ସମ୍ଭାବ୍ୟ ବାତ୍ୟାକୁ ନେଇ SRCଙ୍କ ଆଲର୍ଟ, ସବୁ ଜିଲ୍ଲାପାଳଙ୍କୁ ଚିଠି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକୁ ନେଇ ଓଡ଼ିଶାରେ ସତର୍କତା ଜାରି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି SRC ସମସ୍ତ ଜିଲ୍ଲାପାଳ ଓ ବିଭିନ୍ନ ବିଭାଗକୁ ଆଲର୍ଟ କରିଛନ୍ତି । ଲଘୁଚାପଟି ଘନୀଭୂତ ହୋଇ ୨୬ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ ବୋଲି ଚିଠିରେ ଉଲ୍ଲେଖ ରହିଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ।

୧ ଦିନ ପୂର୍ବେ୭୫